1 Kings 13:26 — Compare Translations
5 translations compared side by side
Odia - 1840
"ଏହା ଶୁଣିକି ବୃଦ୍ଧ ଭବିଷ୍ଯଦ୍ବକ୍ତା ୟିଏ ପରମେଶ୍ବରଙ୍କ ଲୋକକୁ ଫରୋଇ ଆଣି ଥିଲେ, ଏବଂ ତାକୁ ଖାଦ୍ୟ ଓ ଜଳ ଦଇେଥିଲେ, ସେ କହିଲେ, ସଦାପ୍ରଭୁଙ୍କ ଆଜ୍ଞାକୁ ଅବମାନନା କଲା, ତେଣୁ ସଦାପ୍ରଭୁ ତାକୁ ସିଂହ ଦ୍ବାରା ବଧ କରାଇଲେ। ଏହା ସଦାପ୍ରଭୁଙ୍କ ବାକ୍ଯ ଅନୁସାରେ ହେଲା। ଯେଉଁଟାକି ସେ ତାକୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ଵରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣିକି ବୃଦ୍ଧ ଭବିଷ୍ୟଦ୍ବକ୍ତା ଯିଏ ପରମେଶ୍ୱରଙ୍କ ଲୋକକୁ ଫେରାଇ ଆଣି ଥିଲେ, ଏବଂ ତାକୁ ଖାଦ୍ୟ ଓ ଜଳ ଦେଇଥିଲେ, ସେ କହିଲେ, “ସଦାପ୍ରଭୁଙ୍କ ଆଜ୍ଞାକୁ ଅବମାନନା କଲା, ତେଣୁ ସଦାପ୍ରଭୁ ତାକୁ ସିଂହ ଦ୍ୱାରା ବଧ କରାଇଲେ। ଏହା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ହେଲା, ଯାହା ସେ ତାକୁ କହିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
Odia IRV 2017 (ଓଡିଆ ବାଇବେଲ)