1 Kings 13:28 — Compare Translations

5 translations compared side by side

Odia - 1840
"ସହେି ବୃଦ୍ଧ ଭବିଷ୍ଯଦ୍ବକ୍ତା ବାହାରି ଗଲେ ଓ ପଥ ମଧିଅରେ ସହେି ଶବ ପଡିଥିବାର ଦେଖିଲେ। ଶବ ନିକଟରେ ସହେି ଗଧ ଓ ସିଂହ ଛିଡା ହାଇେଥିଲେ। ସିଂହ ଶବଟିକୁ ଖାଇ ନଥିଲା କିମ୍ବା ଗଧକୁ ବିଦୀର୍ଣ୍ଣ କରି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବୃଦ୍ଧ ଭବିଷ୍ୟ‌ଦ୍‌ବକ୍ତା ବାହାରି ଗଲେ ଓ ପଥ ମଧ୍ୟରେ ସେହି ଶବ ପଡ଼ିଥିବାର ଦେଖିଲେ। ଶବ ନିକଟରେ ସେହି ଗଧ ଓ ସିଂହ ଛିଡ଼ା ହୋଇଥିଲେ। ସିଂହ ଶବଟିକୁ ଖାଇ ନ ଥିଲା କିମ୍ବା ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।