1 Kings 13:29 — Compare Translations
5 translations compared side by side
Odia - 1840
"ସହେି ପ୍ରାଚୀନ ଭବିଷ୍ଯଦ୍ବକ୍ତା ସହେି ଶବଟିକୁ ନିଜ ଗଧ ପିଠି ରେ ରଖିଲେ। ଶାେକ କରିବା ପାଇଁ ଓ କବର ଦବୋପାଇଁ ସହେି ଶବକୁ ଆପଣା ନଗରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ସେହି ଶବଟିକୁ ନିଜ ଗଧ ପିଠିରେ ରଖିଲେ। ଶୋକ କରିବା ପାଇଁ ଓ କବର ଦେବା ପାଇଁ ସେହି ଶବକୁ ଆପଣା ନଗରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।