1 Kings 13:3 — Compare Translations
5 translations compared side by side
Odia - 1840
"ଆଉ ସହେି ପରମେଶ୍ବରଙ୍କ ଲୋକ ସହେିଦିନ ଏକ ଚିହ୍ନ ଦଇେ କହିଲେ, ଭବିଷ୍ଯତ ରେ ଏହା ହବେ। 'ଏଠାକୁ ଦେଖ, ଏହି ବଦେୀ ଖଣ୍ତ ଖଣ୍ତ ହାଇେ ଭାଙ୍ଗି ପଡିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡି ହାଇେ ପଡିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଲୋକ ସେହିଦିନ ଏକ ଚିହ୍ନ ଦେଇ କହିଲା, ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ପରମେଶ୍ୱରଙ୍କ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲେ, “ଭବିଷ୍ୟତରେ ଏହା ହେବ। ‘ଏଇ ଦେଖ, ଏହି ବେଦି ଖଣ୍ତ ଖଣ୍ତ ହୋଇ ଭାଙ୍ଗି ପଡ଼ିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”