1 Kings 13:32 — Compare Translations
5 translations compared side by side
Odia - 1840
"କାରଣ ସେ ବୈଥଲେସ୍ଥ ୟଜ୍ଞବଦେୀ ବିରୁଦ୍ଧ ରେ ଓ ଶମରିଯା ନାନା ନଗରିସ୍ଥ ଉଚ୍ଚ ସ୍ଥଳୀର ସମସ୍ତ ଗୃହ ବିରୁଦ୍ଧ ରେ ସଦାପ୍ରଭୁ ସହେି ଲୋକ ମାଧ୍ଯମ ରେ ଯାହା କହିଥିଲେ ତାହା ନିଶ୍ଚିତ ସତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଉଚ୍ଚୈଃସ୍ଵରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରିୟାର ନାନା ନଗରିସ୍ଥ ଉଚ୍ଚ ସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁ ସେହି ଲୋକ ମାଧ୍ୟମରେ ଯାହା କହିଥିଲେ ତାହା ନିଶ୍ଚିତ ସତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚୈଃସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”