1 Kings 13:33 — Compare Translations

5 translations compared side by side

Odia - 1840
"ଏ ଘଟଣା ପରେ ମଧ୍ଯ ରାଜା ୟାରବିଯାମ କୌଣସି ପରିବର୍ତ୍ତନ ହେଲନୋହିଁ। ସେ ନାନା ମନ୍ଦକର୍ମ କରି ଚାଲିଲେ। ସେ ପୁନର୍ବାର ସମସ୍ତ ପରିବାରବର୍ଗରୁ ଉଚ୍ଚସ୍ଥଳୀର ଯାଜକ ନିୟୁକ୍ତି କଲେ। ଯେଉଁ ଲୋକ ଉଚ୍ଚସ୍ଥଳୀର ଯାଜକ ହବୋକୁ ଇଚ୍ଛା କଲା, ସେ ତାକୁ ନିୟୁକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଘଟନା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଘଟଣା ପରେ ମଧ୍ୟ ରାଜା ଯାରବିୟାମ କୌଣସି ପରିବର୍ତ୍ତନ ହେଲେ ନାହିଁ। ସେ ନାନା ମନ୍ଦକର୍ମ କରି ଗ୍ଭଲିଲେ। ସେ ପୁନର୍ବାର ସମସ୍ତ ପରିବାରବର୍ଗରୁ ଉଚ୍ଚସ୍ଥଳୀରେ ଯାଜକ ନିଯୁକ୍ତ କଲେ। ଯେଉଁ ଲୋକ ଉଚ୍ଚସ୍ଥଳୀର ଯାଜକ ହେବାକୁ ଇଚ୍ଛା କଲା, ସେ ତାକୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।