1 Kings 13:34 — Compare Translations
5 translations compared side by side
Odia - 1840
"ସହେି ପାପ ୟାରବିଯାମ ବଂଶକୁ ଓ ତା'ର ରାଜ୍ଯକୁ ଧ୍ବଂସ ଓ ବିଲୋପ କରିବାର କାରଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାପ ଯାରବିୟାମ ବଂଶକୁ ଓ ତା’ର ରାଜ୍ୟକୁ ଧ୍ୱଂସ ଓ ବିଲୋପ କରିବାର କାରଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।