1 Kings 13:4 — Compare Translations

5 translations compared side by side

Odia - 1840
"ବୈଥଲେ ରେ ୟଜ୍ଞବଦେୀ ବିଷଯ ରେ ପରମେଶ୍ବରଙ୍କ ଲୋକ ମୁହଁରୁ ରାଜା ୟାରବଯାମ ଏହି ବାର୍ତ୍ତା ଶୁଣିଲେ। ସେ ସହେି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, ତାକୁ ବନ୍ଦୀ କର! ମାତ୍ର ରାଜା ତାହା ବିରୁଦ୍ଧ ରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତତ୍କ୍ଷଣାତ୍ ପକ୍ଷଘାତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵରଙ୍କ ଲୋକ ବୈଥେଲସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚୈଃସ୍ଵର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, ତାହାକୁ ଧର । ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବୈଥେ‌ଲ୍‌ରେ ଯଜ୍ଞବେଦି ବିଷୟରେ ପରମେଶ୍ୱରଙ୍କ ଲୋକଙ୍କ ମୁହଁରୁ ରାଜା ଯାରବିୟାମ ଏହି ବାର୍ତ୍ତା ଶୁଣିଲେ। ସେ ସେହି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, “ତାକୁ ବନ୍ଦୀ କର!” ମାତ୍ର ରାଜା ତାହା ବିରୁଦ୍ଧରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତ‌ତ୍‌କ୍ଷଣାତ୍ ପକ୍ଷାଘାତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।