1 Kings 13:5 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ପରମେଶ୍ବରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ଯ ଦ୍ବାରା ଯେଉଁ ସଙ୍କତେ ଦଇେଥିଲେ, ବଳିଦାନର ୟଜ୍ଞବଦେୀ ଭାଙ୍ଗି ଖଣ୍ତ ଖଣ୍ତ ହାଇଗେଲା ଓ ଭସ୍ମ ଅଜାଡି ହାଇେ ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ପରମେଶ୍ଵରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ସଙ୍କେତ ଦେଇଥିଲେ, ବଳିଦାନର ଯଜ୍ଞବେଦି ଭାଙ୍ଗି ଖଣ୍ତ ଖଣ୍ତ ହୋଇଗଲା ଓ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା।