1 Kings 13:6 — Compare Translations
5 translations compared side by side
Odia - 1840
"ତା'ପରେ ରାଜା ୟାରବିଯାମ ପରମେଶ୍ବରଙ୍କ ଲୋକକୁ ନିବଦନେ କରି କହିଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ମାରେବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ପରମେଶ୍ଵରଙ୍କ ଲୋକକୁ ଉତ୍ତର କରି କହିଲେ, ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର । ତହିଁରେ ପରମେଶ୍ଵରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।” ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ’ ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।