1 Kings 13:7 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ପରମେଶ୍ବରଙ୍କ ଲୋକଙ୍କୁ କହିଲେ, ତୁମ୍ଭେ ମାେ ସହିତ ଗୃହକୁ ଆସ। ମାେ ସହିତ ଭୋଜନ କର। ମୁଁ ତୁମ୍ଭକୁ ଏକ ଉପହାର ଦବୋ ପାଇଁ ଯାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ପରମେଶ୍ଵରଙ୍କ ଲୋକକୁ କହିଲେ, ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ତୁମ୍ଭେ ମୋ’ ସହିତ ଗୃହକୁ ଆସ। ମୋ’ ସହିତ ଭୋଜନ କର। ମୁଁ ତୁମ୍ଭକୁ ଏକ ଉପହାର ଦେବା ପାଇଁ ଯାଉଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”