1 Kings 13:8 — Compare Translations
5 translations compared side by side
Odia - 1840
"ମାତ୍ର ପରମେଶ୍ବରଙ୍କ ଲୋକ ରାଜାଙ୍କୁ କହିଲେ, ତୁମ୍ଭେ ଆପଣା ରାଜ୍ଯର ଅର୍ଦ୍ଧକେ ଅଂଶ ଦେଲେ ମଧ୍ଯ ମୁଁ ତୁମ୍ଭ ସହିତ ୟିବି ନାହିଁ। ଆଉ ମଧ୍ଯ ମୁଁ ଏ ସ୍ଥାନ ରେ ଅନ୍ନ ସ୍ପର୍ଶ କରିବି ନାହିଁ କିମ୍ବା ଜଳ ପାନ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପରମେଶ୍ଵରଙ୍କ ଲୋକ ରାଜାଙ୍କୁ କହିଲା, ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲେ, “ତୁମ୍ଭେ ଆପଣା ରାଜ୍ୟର ଅର୍ଦ୍ଧେକ ଅଂଶ ଦେଲେ ମଧ୍ୟ ମୁଁ ତୁମ୍ଭ ସହିତ ଯିବି ନାହିଁ। ଆଉ ମଧ୍ୟ ମୁଁ ଏ ସ୍ଥାନରେ ଅନ୍ନ ସ୍ପର୍ଶ କରିବି ନାହିଁ କିମ୍ବା ଜଳ ପାନ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,”