1 Kings 13:9 — Compare Translations

5 translations compared side by side

Odia - 1840
"କାରଣ ଅନ୍ନ ଜଳ ସ୍ପର୍ଶ ନ କରିବାକୁ ସଦାପ୍ରଭୁ ମାେତେ ନିର୍ଦ୍ଦେଶ ଦଇେଛନ୍ତି। ଆଉ ମଧ୍ଯ ସଦାପ୍ରଭୁଙ୍କର ଆଦେଶ ଅଛି, ତୁମ୍ଭେ ଯେଉଁ ପଥରେ ଆସିଛ, ସହେି ପଥରେ ଫରେିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଅନ୍ନ ଜଳ ସ୍ପର୍ଶ ନ କରିବାକୁ ସଦାପ୍ରଭୁ ମୋତେ ନିର୍ଦ୍ଦେଶ ଦେଇଛନ୍ତି। ଆଉ ମଧ୍ୟ ସଦାପ୍ରଭୁଙ୍କର ଆଦେଶ ଅଛି, ତୁମ୍ଭେ ଯେଉଁ ପଥରେ ଆସିଛ, ସେହି ପଥରେ ଫେରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।