1 Kings 14:1 — Compare Translations
5 translations compared side by side
Odia - 1840
"ସହେି ସମୟରେ ୟାରବିଯାମଙ୍କ ପୁତ୍ର ଅବିଯ ଅତିଶଯ ପୀଡିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମଙ୍କ ପୁତ୍ର ମୃତ୍ୟୁବରଣ କଲେ ସେହି ସମୟରେ ଯାରବିୟାମଙ୍କ ପୁତ୍ର ଅବିୟ ଅତିଶୟ ପୀଡ଼ିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।