1 Kings 14:10 — Compare Translations

5 translations compared side by side

Odia - 1840
"ହେ ୟାରବିଯାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛନ୍ନ କରିବାକୁ ଯାଉଛ। ତୁମ୍ଭ ପରିବାରର ପ୍ରେତ୍ୟକକ ପୁରୁଷଙ୍କୁ ମୁଁ ହତ୍ଯା କରିବି। ଅଗ୍ନି ଯେପରି ଘାସକୁ ପୋଡି଼ ପାଉଁଶ କରିଦିଏ, ସହେିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ବଂସ କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଟୋଇଦିଏ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ଝାଟୋଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯାରବିୟାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛିନ୍ନ କରିବାକୁ ଯାଉଅଛି। ତୁମ୍ଭ ପରିବାରର ପ୍ରତ୍ୟେକ ପୁରୁଷଙ୍କୁ ମୁଁ ହତ୍ୟା କରିବି। ଅଗ୍ନି ଯେପରି ଘାସକୁ ପୋଡ଼ି ପାଉଁଶ କରିଦିଏ, ସେହିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ୱଂସ କରି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
Odia IRV 2017 (ଓଡିଆ ବାଇବେଲ)