1 Kings 14:11 — Compare Translations

5 translations compared side by side

Odia - 1840
"ୟାରବିଯାମର କହେି ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ କହେି କ୍ଷେତ୍ର ରେ ମଲେ ଆକାଶର ପକ୍ଷୀମାନେ ତାକୁ ଖାଇବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମର କେହି ନଗରରେ ମଲେ କୁକୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ ଆକାଶର ପକ୍ଷୀମାନେ ତାକୁ ଖାଇବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।