1 Kings 14:12 — Compare Translations
5 translations compared side by side
Odia - 1840
"ତା'ପରେ ଭବିଷ୍ଯଦ୍ବକ୍ତା ଅହିଯ ୟାରବିଯାମର ପତ୍ନୀକୁ କହିଲେ, ତୁମ୍ଭେ ଗୃହକୁ ଫରେିୟାଅ, ତୁମ୍ଭେ ତୁମ୍ଭ ନଗର ରେ ପହଞ୍ଚିବା ମାତ୍ ରେ ତୁମ୍ଭର ପୁତ୍ର ମୃତ୍ଯୁବରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭବିଷ୍ୟଦ୍ବକ୍ତା ଅହିୟ ଯାରବିୟାମର ପତ୍ନୀକୁ କହିଲେ, “ତୁମ୍ଭେ ଗୃହକୁ ଫେରିଯାଅ, ତୁମ୍ଭେ ତୁମ୍ଭ ନଗରରେ ପହଞ୍ଚିବା ମାତ୍ରେ ତୁମ୍ଭର ପୁତ୍ର ମୃତ୍ୟୁବରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।