1 Kings 14:13 — Compare Translations
5 translations compared side by side
Odia - 1840
"ପୁଣି ସମଗ୍ର ଇଶ୍ରାୟେଲ ତା'ର ମୃତ୍ଯୁ ରେ ଶାେକ କରିବ ଓ ତାକୁ ନଇେ କବର ଦବେ। ସେ ହେଉଛି ୟାରବିଯାମ ବଂଶର ଏକମାତ୍ର ପୁରୁଷ ଯେ କି କବର ପାଇବ, କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ୟାରବିଯାମର ପରିବାର ରେ କବଳେ ମହତ ଆତ୍ମା ରୂପେ ତାଙ୍କୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟ କେବଳ ସେ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସମଗ୍ର ଇସ୍ରାଏଲ ତା’ର ମୃତ୍ୟୁରେ ଶୋକ କରିବ ଓ ତାକୁ ନେଇ କବର ଦେବ। ସେ ହେଉଛି ଯାରବିୟାମ ବଂଶର ଏକମାତ୍ର ପୁରୁଷ ଯେ କି କବର ପାଇବ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯାରବିୟାମର ପରିବାରରେ କେବଳ ମହତ ଆତ୍ମା ରୂପେ ତାଙ୍କୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)