1 Kings 14:15 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ଇଶ୍ରାୟେଲକୁ ଆଘାତ କରିବେ। ଇଶ୍ରାୟେଲୀୟମାନେ ପାଣିଭିତ ରେ ଥରୁଥିବା ଘାସପରି ଥରିବେ। ପୁଣି ସମାନଙ୍କେ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦଇେଥିଲେ, ତହିଁରୁ ଇଶ୍ରାୟେଲକୁ ଉତ୍ପାଟନ କରି ଇଉଫ୍ ରଟେିସ ନଦୀ ଆରପାରିକୁ ଛିନ୍ନ ଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସମାନେେ ନିଜ ପାଇଁ ଆଶରୋ ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଇସ୍ରାଏଲକୁ ଆଘାତ କରିବେ। ଇସ୍ରାଏଲୀୟମାନେ ପାଣି ଭିତରେ ଥରୁଥିବା ଘାସ ପରି ଥରିବେ। ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦେଇଥିଲେ, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ଫରାତ୍ ନଦୀ ଆରପାରିକୁ ଛିନ୍ନଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସେମାନେ ନିଜ ପାଇଁ ଆଶେରା ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)