1 Kings 14:16 — Compare Translations
5 translations compared side by side
Odia - 1840
"ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ଵାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ ନିଜେ ସବୁପାପ କରିଅଛି ଓ ଇସ୍ରାଏଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ପରାଜିତ କରିବାକୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।