1 Kings 14:17 — Compare Translations

5 translations compared side by side

Odia - 1840
"ଏହାପରେ ୟାରବିଯାମଙ୍କ ପତ୍ନୀ ଉଠି ଗ୍ଭଲିଗଲା ଓ ତିର୍ସା ରେ ଉପସ୍ଥିତ ହେଲା। ସେ ଗୃହର ଦ୍ବାରବନ୍ଧ ନିକଟରେ ପହଞ୍ଚୁ ନପହଞ୍ଚୁଣୁ ତା'ର ପୁତ୍ର ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ଵାରବନ୍ଧ ନିକଟରେ ପହୁଞ୍ଚିଲା କ୍ଷଣେ ବାଳକ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାରବିୟାମଙ୍କ ପତ୍ନୀ ଉଠି ଗ୍ଭଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା। ସେ ଗୃହର ଦ୍ୱାରବନ୍ଧ ନିକଟରେ ନ ପହଞ୍ଚୁଣୁ ତା’ର ପୁତ୍ର ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।”