1 Kings 14:18 — Compare Translations

5 translations compared side by side

Odia - 1840
"ସମଗ୍ର ଇଶ୍ରାୟେଲ ତା' ପାଇଁ ଶାେକ କଲେ ଓ ତାକୁ କବର ଦେଲେ। ସଦାପ୍ରଭୁ ନିଜର ଦାସ ଅହିଯଙ୍କୁ ଯାହା ଯାହା କହିଥିଲେ, ସହେିପରି ସମସ୍ତ କାର୍ୟ୍ଯ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାର ହସ୍ତରେ ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ଇସ୍ରାଏଲ ତା’ ପାଇଁ ଶୋକ କଲେ ଓ ତାକୁ କବର ଦେଲେ। ସଦାପ୍ରଭୁ ନିଜର ଦାସ ଅହିୟଙ୍କୁ ଯାହା ଯାହା କହିଥିଲେ, ସେହିପରି ସମସ୍ତ କାର୍ଯ୍ୟ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।