1 Kings 14:19 — Compare Translations

5 translations compared side by side

Odia - 1840
"ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିରୂପେ ଯୁଦ୍ଧ କଲେ ଓ କିରୂପେ ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯାରବିୟାମଙ୍କର ସମସ୍ତ କାର୍ଯ୍ୟକଳାପ, ତା’ର ରାଜ୍ୟ ଶାସନର ପ୍ରକୃତ କଥା ଓ ସେ କିପରି ଯୁଦ୍ଧ କଲେ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।