1 Kings 14:2 — Compare Translations

5 translations compared side by side

Odia - 1840
"ୟାରବିଯାମ ନିଜର ପତ୍ନୀକୁ କହିଲେ, ତୁମ୍ଭେ ଯେପରି ମାରେ ପତ୍ନୀ ବୋଲି ଜଣା ନ ପଡିବ, ସହେିପରି ଛଦ୍ମ ବେଶ ରେ ଶୀଲୋକୁ ୟାଅ। ସଠାେରେ ଅହିଯ ଭବିଷ୍ଯଦ୍ବକ୍ତା ବାସ କରନ୍ତି। ସେ ମାେତେ କହିଥିଲେ ମୁଁ ଇଶ୍ରାୟେଲ ଲୋକମାନଙ୍କ ଉପରେ ରାଜା ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, ମୁଁ ବିନୟ କରୁଅଛି, ଉଠ, ପୁଣି ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ ନିଜର ପତ୍ନୀକୁ କହିଲେ, “ତୁମ୍ଭେ ଯେପରି ମୋର ପତ୍ନୀ ବୋଲି ଜଣା ନ ପଡ଼ିବ, ସେହିପରି ଛଦ୍ମ ବେଶରେ ଶୀଲୋକୁ ଯାଅ। ସେଠାରେ ଅହିୟ ଭବିଷ୍ୟ‌ଦ୍‌ବକ୍ତା ବାସ କରନ୍ତି। ସେ ମୋତେ କହିଥିଲେ ମୁଁ ଇସ୍ରାଏଲ ଲୋକମାନଙ୍କ ଉପରେ ରାଜା ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ’ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।