1 Kings 14:20 — Compare Translations
5 translations compared side by side
Odia - 1840
"ୟାରବିଯାମ ବାଇଶ ବର୍ଷ ପାଇଁ ରାଜତ୍ବ କଲେ। ତାଙ୍କର ମୃତ୍ଯୁପରେ ସେ ନିଜର ପୁତୃଗଣଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ନାଦବ୍ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାରବୀୟାମଙ୍କର ରାଜତ୍ଵକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ଆପଣା ପିତୃଗଣ ସହିତ ଶୟନ କଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ ବାଇଶ ବର୍ଷ ପାଇଁ ରାଜତ୍ୱ କଲେ। ତାଙ୍କର ମୃତ୍ୟୁପରେ ସେ ନିଜର ପିତୃଗଣଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ନାଦବ୍ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।