1 Kings 14:22 — Compare Translations

5 translations compared side by side

Odia - 1840
"ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କର୍ମ ରେ ଲିପ୍ତ ରହିଲେ। ସମାନେେ ସମାନଙ୍କେର ପୂର୍ବପୁରୁଷମାନଙ୍କ ଅପେକ୍ଷା ଅଧିକ ପାପକାର୍ୟ୍ଯ କରି ସଦାପ୍ରଭୁଙ୍କୁ କୋପାନ୍ବିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ଵାରା ତାହାଙ୍କୁ ଅଧିକ କୋପାନ୍ଵିତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ଦୃଷ୍ଟିରେ ପାପ କର୍ମରେ ଲିପ୍ତ ରହିଲେ। ସେମାନେ ସେମାନଙ୍କର ପୂର୍ବପୁରୁଷମାନଙ୍କ ଅପେକ୍ଷା ଅଧିକ ପାପକାର୍ଯ୍ୟ କରି ସଦାପ୍ରଭୁଙ୍କୁ କୋପାନ୍ୱିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।