1 Kings 14:23 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ପ୍ରେତ୍ୟକକ ଉଚ୍ଚ ପର୍ବତ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ମୂଳ ରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶରେୀ ସ୍ତମ୍ଭମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ ଓ ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ନିର୍ମାଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ସବୁଜ ବୃକ୍ଷମୂଳରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ସ୍ତମ୍ଭମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ନିର୍ମାଣ କଲେ;