1 Kings 14:24 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସେ ଭୂମିରେ ପୁରୁଷ ବେଶ୍ଯା ଥିଲେ। ଯିହୁଦାର ଲୋକମାନେ କୁକର୍ମ କଲେ, ଠିକ୍ ସହେି କୁକର୍ମ ସଠାେରେ ବାସ କରୁଥିବା ଲୋକମାନେ ମଧ୍ଯ କରୁଥିଲେ। ତେଣୁ ପରମେଶ୍ବର ସହେି ଜାତିଠାରୁ ଭୂମି ଛଡାଇ ଏବଂ ଏହା ଇଶ୍ରାୟେଲୀୟମାନଙ୍କୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ ଭୂମିରେ ପୁରୁଷ ବେଶ୍ୟା ଥିଲେ। ଯିହୁଦାର ଲୋକମାନେ କୁକର୍ମ କଲେ, ଠିକ୍ ସେହି କୁକର୍ମ ସେଠାରେ ବାସ କରୁଥିବା ଲୋକମାନେ ମଧ୍ୟ କରୁଥିଲେ। ତେଣୁ ପରମେଶ୍ୱର ସେହି ଜାତିଠାରୁ ଭୂମି ଛଡ଼ାଇ ଏବଂ ଏହା ଇସ୍ରାଏଲୀୟମାନଙ୍କୁ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।