1 Kings 14:25 — Compare Translations
5 translations compared side by side
Odia - 1840
"ରିହବିଯାମଙ୍କ ରାଜତ୍ବର ପଞ୍ଚମ ବର୍ଷ ରେ ମିଶରର ରାଜା ଶୀଶକ୍ ୟିରୁଶାଲମ ବିରୁଦ୍ଧ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମଙ୍କ ରାଜତ୍ୱର ପଞ୍ଚମ ବର୍ଷରେ ମିଶରର ରାଜା ଶୀଶକ୍ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;