1 Kings 14:26 — Compare Translations

5 translations compared side by side

Odia - 1840
"ଶୀଶକ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜଗୃହରୁ ସମସ୍ତ ଧନ ଲୁଣ୍ଠନ କଲେ। ଧନ ବ୍ଯତୀତ ସୁବର୍ଣ୍ଣର ଢାଳସବୁ ନଇଗେଲେ। ଯାହାକୁ ଦାଉଦ ଅରାମର ହଦଦେଶର ରାଜାଙ୍କଠାରୁ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଶକ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜଗୃହରୁ ସମସ୍ତ ଧନ ଲୁଣ୍ଠନ କଲେ। ଧନ ବ୍ୟତୀତ ସୁବର୍ଣ୍ଣର ଢାଲସବୁ ନେଇଗଲେ। ଯାହାକୁ ଦାଉଦ ଅରାମର ହଦଦେଶର ରାଜାଙ୍କଠାରୁ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।