1 Kings 14:27 — Compare Translations

5 translations compared side by side

Odia - 1840
"ତେଣୁ ରିହବିଯାମ ସୁବର୍ଣ୍ଣ ଢାଲ ବଦଳ ରେ ପିତ୍ତଳ ଢାଲ ନିର୍ମାଣ କରିବାକୁ ରାଜଗୃହର ଦ୍ବାରପାଳ ପ୍ରହରିବର୍ଗର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ଵାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରିହବିୟାମ ସୁବର୍ଣ୍ଣ ଢାଲ ବଦଳରେ ପିତ୍ତଳ ଢାଲ ନିର୍ମାଣ କରିବାକୁ ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।