1 Kings 14:28 — Compare Translations
5 translations compared side by side
Odia - 1840
"ଯେତେଥର ରାଜା ସଦାପ୍ରଭୁଙ୍କ ଗୃହକୁ ଯାଉଥିଲେ ପ୍ରହରିମାନେ ତାଙ୍କ ସହିତ ସେ ଢାଲ ଧରି ଯାଉଥିଲେ। କାର୍ୟ୍ଯ ସମାପ୍ତି ପରେ ସମାନେେ ଫରେିଆସି ପ୍ରହରିଶାଳାର କାନ୍ଥ ରେ ଢାଲଗୁଡିକୁ ରଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇ ଗଲେ, ଆଉ ତାହାସବୁ ପ୍ରହରୀ-ଶାଳାକୁ ଫେରାଇ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେଥର ରାଜା ସଦାପ୍ରଭୁଙ୍କ ଗୃହକୁ ଯାଉଥିଲେ ପ୍ରହରୀମାନେ ତାଙ୍କ ସହିତ ସେ ଢାଲ ଧରି ଯାଉଥିଲେ। କାର୍ଯ୍ୟ ସମାପ୍ତି ପରେ ସେମାନେ ଫେରି ଆସି ପ୍ରହରୀଶାଳାର କାନ୍ଥରେ ଢାଲଗୁଡ଼ିକୁ ରଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇ ଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।