1 Kings 14:29 — Compare Translations

5 translations compared side by side

Odia - 1840
"ରିହବିଯାମଙ୍କ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମଙ୍କ ସମସ୍ତ କାର୍ଯ୍ୟ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?