1 Kings 14:3 — Compare Translations
5 translations compared side by side
Odia - 1840
"ତା'ପରେ ନିଜ ସଙ୍ଗ ରେ ଦଶ ରୋଟୀ, କିଛି ତିଲୁଆ ଓ ଏକ ପାତ୍ର ମଧୁ ନଇେ ତାହା ନିକଟକୁ ୟାଅ। ବାଳକର କ'ଣ ହବେ, ତାହା ସେ ତୁମ୍ଭକୁ ଜଣାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ସଙ୍ଗେ ଦଶ ରୋଟୀ ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନିଜ ସଙ୍ଗରେ ଦଶଗୋଟି ରୋଟୀ, କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ। ବାଳକର କ’ଣ ହେବ, ତାହା ସେ ତୁମ୍ଭକୁ ଜଣାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”