1 Kings 14:31 — Compare Translations
5 translations compared side by side
Odia - 1840
"ରିହବିଯାମଙ୍କ ମୃତ୍ଯୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବର ରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିଯାମ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରିହବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ଅମ୍ମୋନୀୟା ନୟମା । ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମଙ୍କ ମୃତ୍ୟୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବରରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀୟା ନୟମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିୟାମ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।