1 Kings 14:4 — Compare Translations

5 translations compared side by side

Odia - 1840
"ରାଜା ୟାରବିଯାମଙ୍କ ନିର୍ଦ୍ଦେଶ ଅନୁସାରେ ୟାରବିଯାମଙ୍କ ପତ୍ନୀ ଶିଲୋସ୍ଥିତ ଭବିଷ୍ଯଦ୍ବକ୍ତା ଅହିଯଙ୍କ ଗୃହକୁ ଗଲେ। ଅତ୍ଯନ୍ତ ବୃଦ୍ଧ ହାଇୟୋଇ ଥିବାରୁ ଅହିଯ ଅନ୍ଧ ହାଇେ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା । ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯାରବିୟାମଙ୍କ ନିର୍ଦ୍ଦେଶ ଅନୁସାରେ ଯାରବିୟାମଙ୍କ ପତ୍ନୀ ଶିଲୋସ୍ଥିତ ଭବିଷ୍ୟ‌ଦ୍‌ବକ୍ତା ଅହିୟଙ୍କ ଗୃହକୁ ଗଲେ। ଅତ୍ୟନ୍ତ ବୃଦ୍ଧ ହୋଇଯାଇ ଥିବାରୁ ଅହିୟ ଅନ୍ଧ ହୋଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।