1 Kings 14:5 — Compare Translations
5 translations compared side by side
Odia - 1840
"ଇତ୍ଯବସ ରେ ସଦାପ୍ରଭୁ ଅହିଯକୁ କହିଲେ, ଏହାକୁ ଦେଖ, ୟାରବିଯାମର ପତ୍ନୀ ନିଜର ପୁତ୍ର ଭାଗ୍ଯ ବିଷଯ ରେ ପଗ୍ଭରିବାକୁ ତୁମ୍ଭ ନିକଟକୁ ଆସୁଅଛି, କାରଣ ସେ ବହୁତ ପୀଡିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ସଦାପ୍ରଭୁ ଅହୀୟକୁ କହିଲେ, ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଅହିୟକୁ କହିଲେ, “ଏହାକୁ ଦେଖ, ଯାରବିୟାମର ପତ୍ନୀ ନିଜର ପୁତ୍ରର ଭାଗ୍ୟ ବିଷୟରେ ପଗ୍ଭରିବାକୁ ତୁମ୍ଭ ନିକଟକୁ ଆସୁଅଛି, କାରଣ ସେ ବହୁତ ପୀଡ଼ିତ ଅଛି।” ତାହାକୁ ତୁମ୍ଭେ ମୋର ବାର୍ତ୍ତା କହିବା ଉଚିତ୍। ଯେତେବେଳେ ସେ ଆସେ ସେ ଅନ୍ୟ ଜଣେପରି ଛଳନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”