1 Kings 14:6 — Compare Translations
5 translations compared side by side
Odia - 1840
"ଅହିଯ ତା'ର ପାଦଶଦ୍ଦ ଦ୍ବାରଦେଶ ରେ ଶୁଣି କହିଲେ, ହେ ୟାରବିଯାମର ପତ୍ନୀ, ଭିତରକୁ ଆସ। ତୁମ୍ଭେ ଅନ୍ୟ ରୂପରେ ନିଜକୁ କିହିଁକି ଦଖାେଉଛ? ମୁଁ ଏକ ଦୁଃସମ୍ବାଦ ଦବୋପାଇଁ ତୁମ୍ଭ ନିକଟକୁ ପ୍ ରରେିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଦ୍ଵାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶଦ୍ଦ ଶୁଣି କହିଲା, ହେ ଯାରବୀୟାମଙ୍କର ଭାର୍ଯ୍ୟେ, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ଵାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅହିୟ ତା’ର ପାଦଶବ୍ଦ ଦ୍ୱାରଦେଶରେ ଶୁଣି କହିଲେ, “ହେ ଯାରବିୟାମର ପତ୍ନୀ, ଭିତରକୁ ଆସ। ତୁମ୍ଭେ ଅନ୍ୟ ରୂପରେ ନିଜକୁ କାହିଁକି ଦେଖାଉଛ? ମୁଁ ଏକ ଦୁଃସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)