1 Kings 14:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟାଇ ୟାରବିଯାମକୁ କୁହ ଯେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁଁ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ବାଛିଲି ଏବଂ ଉନ୍ନତ କରି ମାେ ଲୋକ ଇଶ୍ରାୟେଲ ଉପରେ ତୁମକୁ ରାଜା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାଇ ଯାରବିୟାମକୁ କୁହ ଯେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ବାଛିଲି ଏବଂ ଉନ୍ନତ କରି ମୋର ଲୋକ ଇସ୍ରାଏଲ ଉପରେ ତୁମକୁ ରାଜା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;