1 Kings 14:8 — Compare Translations

5 translations compared side by side

Odia - 1840
"ମୁଁ ଦାଉଦଙ୍କ ବଂଶଠାରୁ ରାଜ୍ଯ ଛଡାଇ ନଇେ ତୁମ୍ଭକୁ ଦଲେି। ମାତ୍ର ତୁମ୍ଭେ ମାରେ ଦାସ ଦାଉଦଙ୍କ ପରି ମାେତେ ଅନୁସରଣ କଲନାହିଁ। ସେ ମାରେ ସମସ୍ତ ଆଦେଶ ମନପ୍ରାଣ ଦଇେ ପାଳନ କଲା। ସେ କବଳେ ମାେ ଦୃଷ୍ଟି ରେ ଯାହା ଭଲ ତାହା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦାଉଦଙ୍କ ବଂଶଠାରୁ ରାଜ୍ୟ ଛଡ଼ାଇ ନେଇ ତୁମ୍ଭକୁ ଦେଲି। ମାତ୍ର ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋତେ ଅନୁସରଣ କଲ ନାହିଁ। ସେ ମୋର ସମସ୍ତ ଆଦେଶ ମନପ୍ରାଣ ଦେଇ ପାଳନ କଲା। ସେ କେବଳ ମୋ’ ଦୃଷ୍ଟିରେ ଯାହା ଭଲ ତାହା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
Odia IRV 2017 (ଓଡିଆ ବାଇବେଲ)