1 Kings 14:9 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମାେତେ ଅନୁସରଣ କରିବା ବନ୍ଦ କଲ, ମାେତେ ବିରକ୍ତି କରିବା ପାଇଁ ନିଜ ସକାେଶ ଅନ୍ୟ ଦବେତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମାେତେ ତୁମ୍ଭର ପଛକୁ ପକାଇ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମୋତେ ଅନୁସରଣ କରିବା ବନ୍ଦ କଲ, ମୋତେ ବିରକ୍ତି କରିବା ପାଇଁ ନିଜ ସକାଶେ ଅନ୍ୟ ଦେବତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମୋତେ ତୁମ୍ଭର ପଛକୁ ପକାଇ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
Odia IRV 2017 (ଓଡିଆ ବାଇବେଲ)