1 Kings 15:1 — Compare Translations
5 translations compared side by side
Odia - 1840
"ୟାରବିଯାମଙ୍କ ଇଶ୍ରାୟେଲ ରେ ରାଜତ୍ବ କରିବାର ଅଷ୍ଟାଦଶ ବର୍ଷ ରେ ଅବିଯାମ ଯିହୁଦାର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜ୍ୟ କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅବିୟାମ ଯାରବିୟାମଙ୍କ ଇସ୍ରାଏଲରେ ରାଜତ୍ୱ କରିବାର ଅଷ୍ଟାଦଶ ବର୍ଷରେ ଅବିୟାମ ଯିହୁଦାର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ଵ କରିବାକୁ ଲାଗିଲେ।