1 Kings 15:10 — Compare Translations

5 translations compared side by side

Odia - 1840
"ଆସା ୟିରୁଶାଲମ ରେ 41 ବର୍ଷ ରାଜତ୍ବ କଲେ। ତାଙ୍କର ମାତାମହୀର ନାମ ମାଖା ଓ ସେ ଅବଶା ଲୋମର କନ୍ଯା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଯିରୁଶାଲମରେ 41 ବର୍ଷ ରାଜତ୍ୱ କଲେ। ତାଙ୍କର ମାତାମହୀର ନାମ ମାଖା ଓ ସେ ଅବଶାଲୋମର କନ୍ୟା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ଵ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।