1 Kings 15:11 — Compare Translations
5 translations compared side by side
Odia - 1840
"ଆସା ନିଜ ପୂର୍ବପୁରୁଷ ଦାଉଦଙ୍କ ପରି ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ନ୍ଯାଯ ଓ ଯଥାର୍ଥ ଥିଲା, ସହେିପରି ଉତ୍ତମ କାର୍ୟ୍ଯମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ନିଜ ପୂର୍ବପୁରୁଷ ଦାଉଦଙ୍କ ପରି ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ନ୍ୟାୟ ଓ ଯଥାର୍ଥ ଥିଲା, ସେହିପରି ଉତ୍ତମ କାର୍ଯ୍ୟମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।