1 Kings 15:12 — Compare Translations

5 translations compared side by side

Odia - 1840
"ଆସା ପୁରୁଷ ବେଶ୍ଯାମାନଙ୍କୁ ସେ ଦେଶରୁ ତଡି ଦେଲେ ଓ ନିଜର ପୂର୍ବ ପୁରୁଷମାନଙ୍କ ଦ୍ବାରା ନିର୍ମିତ ମୂର୍ତ୍ତୀସବୁ ଦୂର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣନିର୍ମିତ ଦେବତାସମସ୍ତ ଦୂର କରିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ପୁରୁଷ ବେଶ୍ୟାମାନଙ୍କୁ ସେ ଦେଶରୁ ତଡ଼ି ଦେଲେ ଓ ନିଜର ପୂର୍ବପୁରୁଷମାନଙ୍କ ଦ୍ୱାରା ନିର୍ମିତ ମୂର୍ତ୍ତି ସବୁ ଦୂର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ି ଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।