1 Kings 15:13 — Compare Translations
5 translations compared side by side
Odia - 1840
"ଆସା ମଧ୍ଯ ତାଙ୍କର ମାତାମହୀ ମାଖାଙ୍କୁ ରାଣୀ ପଦରୁ ବିତାଡିତ କଲେ, କାରଣ ସେ ଆଶରୋ ଦବେତା ନାମ ରେ ଏକ ପ୍ରତିମା ନିର୍ମାଣ କରିଥିଲେ। ସେ ସହେି ପ୍ରତିମାକୁ ଭାଙ୍ଗି କିଦ୍ରୋଣ ନଦୀ ନିକଟରେ ତାକୁ ପୋଡି଼ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ମଧ୍ୟ ତାଙ୍କର ମାତାମହୀ ମାଖାଙ୍କୁ ରାଣୀ ପଦରୁ ବିତାଡ଼ିତ କଲେ, କାରଣ ସେ ଆଶେରା ଦେବତା ନାମରେ ଏକ ପ୍ରତିମା ନିର୍ମାଣ କରିଥିଲେ। ସେ ସେହି ପ୍ରତିମାକୁ ଭାଙ୍ଗି କିଦ୍ରୋଣ ନଦୀ ନିକଟରେ ତାକୁ ପୋଡ଼ି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।