1 Kings 15:14 — Compare Translations

5 translations compared side by side

Odia - 1840
"ଆସା ଉଚ୍ଚସ୍ଥଳୀ ସବୁ ଧ୍ବଂସ କଲେ ନାହିଁ, ମାତ୍ର ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଉଚ୍ଚସ୍ଥଳୀ ସବୁ ଧ୍ୱଂସ କଲେ ନାହିଁ, ମାତ୍ର ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।