1 Kings 15:16 — Compare Translations

5 translations compared side by side

Odia - 1840
"ପୁଣି ଆସା ଯିହୁଦା ରେ ରାଜତ୍ବ କଲା ବେଳେ ୟାବଜ୍ଜୀବନ ଇଶ୍ରାୟେଲର ରାଜା ବାଶାଙ୍କ ସହିତ ୟୁଦ୍ଧ ରେ ରତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆସା ଯିହୁଦାରେ ରାଜତ୍ୱ କଲାବେଳେ ଯାବଜ୍ଜୀବନ ଇସ୍ରାଏଲର ରାଜା ବାଶାଙ୍କ ସହିତ ଯୁଦ୍ଧରେ ରତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।