1 Kings 15:17 — Compare Translations

5 translations compared side by side

Odia - 1840
"ବାଶା ଯିହୁଦା ବିରୁଦ୍ଧ ରେ ୟୁଦ୍ଧ କଲେ। ସେ କାହାରିକୁ ଆସାଙ୍କ ନିକଟକୁ ୟିବାକୁ ଦେଲେ ନାହିଁ କିମ୍ବା ସଠାରୁେ କାହାରିକୁ ଆସିବାକୁ ଦେଲେ ନାହିଁ। ତେଣୁ ସେ ଇଶ୍ରାୟେଲର ରାମା ନଗରକୁ ସୁଦୃଢ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶା ଯିହୁଦା ବିରୁଦ୍ଧରେ ଯୁଦ୍ଧ କଲେ। ସେ କାହାରିକୁ ଆସାଙ୍କ ନିକଟକୁ ଯିବାକୁ ଦେଲେ ନାହିଁ କିମ୍ବା ସେଠାରୁ କାହାରିକୁ ଆସିବାକୁ ଦେଲେ ନାହିଁ। ତେଣୁ ସେ ଇସ୍ରାଏଲର ରାମା ନଗରକୁ ସୁଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।