1 Kings 15:18 — Compare Translations

5 translations compared side by side

Odia - 1840
"ତେଣୁ ଆସା ସଦାପ୍ରଭୁଙ୍କ ମନ୍ଦିରର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସମସ୍ତ ସୁନା ଓ ରୂପା ନଇେ ଆପଣା ଦାସମାନଙ୍କ ହସ୍ତ ରେ ସମର୍ପଣ କଲେ। ସେ ହିଷିଯୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନହଦଦ୍ ନାମକ ଦମ୍ମେଶକ-ନିବାସୀ ଅରାମୀଯ ରାଜା ନିକଟକୁ ସମାନଙ୍କେୁ ପଠାଇ ଏହି କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆସା ସଦାପ୍ରଭୁଙ୍କ ମନ୍ଦିରର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସମସ୍ତ ସୁନା ଓ ରୂପା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ। ସେ ହିଷିୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବି‌ନ୍‌ହଦଦ୍ ନାମକ ଦମ୍ମେଶକ-ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)